ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୁଜାରୀ ଅସୁସ୍ଥ ହୋଇପଡିଛନ୍ତି । ଗତ ରବିବାର ଦିନ ସେ ଅସୁସ୍ଥ ହେବାରୁ ତାଙ୍କୁ ଜୟପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସେମିତି କିଛି ସୁଧାର ନ ଆସିବାରୁ ଆଜି ତାଙ୍କୁ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଉଚ୍ଚ ରକ୍ତ ଚାପ, ଜ୍ୱର,ଝାଡ଼ା ଯୋଗୁଁ ସେ ଅସୁସ୍ଥ ହୋଇପଡିଥିଲେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ