ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର କମୁଛି। ହେଲେ ଲଘୁଚାପଜନିତ ବର୍ଷା ଆରମ୍ଭ ହୋଇଥିବାରୁ ୨ ଦିନ ଅବସ୍ଥାରେ ବେଶି ସୁଧାର ଆସିବନି। ଏହା ପରେ ଜଳସ୍ତର କମିବ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର । ୨୦ରୁ ୨୧ ଯାଏଁ ବର୍ଷା ହେବା ସମ୍ଭାବନା ଅଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ