ଆଉ ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛନ୍ତି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia