ଭୁବନେଶ୍ବର: ପୌର ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହୋଇଯାଇଛି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା। ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ। ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ ଏବଂ ୨୬ରେ ଭୋଟ ଗଣତି ହେବ। ଆଜିଠୁ ୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ସମୟସୀମା ରହିଛି।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ