ଆଜିଠୁ ସହରାଞ୍ଚଳରେ ହଟିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ଦିନକୁ ଦିନ କରୋନାର କୋପ କମୁଥିବାରୁ କୋହଳ ହେଲା କଟକଣା। ଆଜିଠୁ ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଲା ନାଇଟ କର୍ଫ୍ୟୁ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ ନାଇଟ୍ କର୍ଫ୍ୟୁ ହଟାଇନେବାକୁ ଘୋଷଣା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । କରୋନା ସଂକ୍ରମଣ କାରଣରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ଫେବୃଆରୀ ୨୮ ତାରିଖ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia