ଆଜି ଓଡିଶା ପୋଲିସର ୮୭ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଓଡ଼ିଶା ପୋଲିସର ୮୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଭୁବନେଶ୍ୱର ସପ୍ତମ ବାଟାଲିଆନଠାରେ କମିସନରେଟ ପୋଲିସ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମିସନରେଟ ପୋଲିସ ଆଗାମୀ ଦିନରେ କିପରି ଅଧିକରୁ ଅଧିକ ଭଲ କାମ କରି ଲୋକଙ୍କ ଆସ୍ଥାଭାଜନ ହୋଇପାରିବ ସେ ନେଇ ଆଜି ସଂକଳ୍ପ ନିଆଯାଇଥିବା ପୋଲିସ କମିସନର ସୌମେନ୍ଦ୍ର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia