ଭୁବନେଶ୍ୱର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ଘୋଷଣା ହୋଇପାରେ ତାରିଖ । ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ପୂର୍ବାହ୍ନ 11.30 ମିନିଟରେ ପ୍ରେସମିଟ୍ ଡାକିଛନ୍ତି । ଗୀତଗୋବିନ୍ଦ ସଦନରେ ରାଜ୍ୟ ନିର୍ବାଚନ ଆୟୋଗର ପ୍ରେସମିଟ୍ ବସିବ । ଏଠାରେ ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି । {image-stateelectioncommission-1641875946.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ