ଆଜି ପବିତ୍ର ଦୋଳ ପୂର୍ଣ୍ଣିମା

ଭୁବନେଶ୍ୱର: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ। ଏହି ଅବସରରେ ଅନେକ ସ୍ଥାନରେ ବାଡ଼ିଖେଳ ମଧ୍ୟ ହେବ। ଦୋଳ ପୂର୍ଣ୍ଣିମା ଅବସରରେ ବିଭିନ୍ନ ସ୍ଥାନରେ ବାଡ଼ିଖେଳ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia