ଆଜି ପୁଣି ବଢିଲା ସଂକ୍ରମଣ ସଂଖ୍ୟା: ଗତ ୨୪ ଘଣ୍ଟାରେ ୪୮୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବ‌େନେଶ୍ବର: ରାଜ୍ୟରେ ଗତକାଲି ଅପେକ୍ଷା ଆଜି କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି। ଗତକାଲି ୨୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୪୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia