ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟ୍ଫର୍ମରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ । ସନ୍ଧ୍ୟା ୫ଟା ୩୦ରେ ବସିବ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ ବୈଠକ । ପାଖାପାଖି ୨୦ଟି ପ୍ରସ୍ତାବ କ୍ୟାବିନେଟ୍ର ଅନୁମୋଦନ ପାଇଁ ଉପସ୍ଥାପନ କରାଯିବ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ