ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ TVK ମୁଖ୍ୟ ବିଜୟ ଥାଲାପତି, ଯୋଗଦେବେ ରାହୁଲ ଗାନ୍ଧୀ

ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟ ରବିବାର ସକାଳ ୧୦ଟାରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। TVK chief Vijay Thalapathy to take oath as CM today, Rahul Gandhi to join