ଆଜି ରାଜ୍ୟରେ ପୁଣି ଚିହ୍ନଟ ହେଲେ ୨୧୧ କରୋନା ସଂକ୍ରମିତ

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୮ ଜଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia