ଭୁବନେଶ୍ୱର: ସମ୍ଭାବ୍ୟ ତୃତୀୟ ଲହର ପୂର୍ବରୁ ରାଜ୍ୟରେ ଶିଶୁ ସଂକ୍ରମଣ ବଢିବାରେ ଲାଗିଛି । ହେଲେ ଆଜି ଏଥିରୁ ସାମାନ୍ୟ ଆସ୍ୱସ୍ତି ମିଳିଥିବା ଦେଖାଯାଉଛି । କାରଣ ଗତ ୨୪ ଘଣ୍ଟାରେ ରାଜ୍ୟରେ ଶହେରୁ କମ ପିଲା କରୋନା ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ