ଆଜି ଶ୍ରୀମନ୍ଦିରରେ ହେବ ଘଣାଲାଗି ନୀତି

ପୁରୀ: ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି । ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର ଓ ଖଳି ପ୍ରସାଦ ଲାଗି ହୋଇଥାଏ । ସ୍ନାନପୂର୍ଣ୍ଣିମା ଠାରୁ ଅସୁସ୍ଥ ହୋଇ ଅଣସରଘରେ ଥିବା ଶ୍ରୀଜୀଉମାନେ ସୁସ୍ଥ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia