ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ୧୧ରୁ ବଢ଼ିବ ବର୍ଷାର ପରିମାଣ

Odisha Weather Report: ରାଜ୍ୟରେ କେତେକ ସ୍ଥାନରେ ଜାରି ରହିଛି ମୌସୁମୀ ଜନିତ ବର୍ଷା । ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି ।