ଆରମ୍ଭ ହେଲା ଭୁବନେଶ୍ୱର-କଟକ ମେଟ୍ରୋ ପ୍ରକଳ୍ପ କାମ, ୩୦ଫୁଟ୍ ତଳୁ ସଂଗ୍ରହ କରାଯାଉଛି ମାଟି

Odisha Metro Project Work:କଟକ-ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ପାଇଁ କାମ ଆରମ୍ଭ ହୋଇଛି । ଡିପିଆର ପ୍ରସ୍ତୁତି ପାଇଁ ଠିକା ନେଇଥିବା ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ (ଡିଏମ୍‌ଆର୍‌ସି) ସଂସ୍ଥା ‘ଜିଓ ଟେକ୍ନିକାଲ ଇନ୍‌‌ଭେଷ୍ଟିଗେସନ’ ଆରମ୍ଭ କରିଛି ।