ଆସନ୍ତାକାଲିଠୁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ଓଡିଶା ବିଧାନସଭା ମୌସୁମୀ ଅଧିବେଶନ ର ଦ୍ଵିତୀୟ ପର୍ଯ୍ୟାୟ । ଆସନ୍ତାକାଲି ବିଭିନ୍ନ ଷ୍ଟାଣ୍ଡିଙ୍ଗ କମିଟିର ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହେବ । ସେହିପରି ୧୪ ତାରିଖରୁ ୨୮ ତାରିଖ ଯାଏଁ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ । ଯେଉଁ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia