ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି, ହୋଟେଲ ନୁହେଁ ରାଜଭବନରେ ରହିବେ

ପୁରୀ: ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୨୦ ତାରିଖ ଦିନ ୧୦.୪୦ରେ ପୁରୀସ୍ଥିତ ଗୌଡିଆ ମିସନ ପ୍ରତିଷ୍ଠାତା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକି ସମାରୋହରେ ଯୋଗଦେବେ। ଆସନ୍ତାକାଲି ମଧ୍ୟାହ୍ନ ୧୨.୨୫ ମିନିଟରେ ଦିଲ୍ଲୀ ବିମାନ ବନ୍ଦରରୁ ସ୍ୱତନ୍ତ୍ର ବିମାନ ଯୋଗେ ବାହାରିବେ ରାଷ୍ଟ୍ରପତି। ଭୁବନେଶ୍ୱର ବିମାନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia