ସମ୍ୱଲପୁର: ତିନି ଦିନ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ପଶ୍ଚିମ ଓଡ଼ିଶାର ପୁରପଲ୍ଲୀରେ ପ୍ରସ୍ତୁତି ଜୋରଦାର ହେଲାଣି । ଏପଟେ ମାଆ ସମଲେଶ୍ୱରୀଙ୍କ ପାଖରେ ନବାନ୍ନ ଲାଗି ପାଇଁ ପ୍ରସ୍ତୁତି ଚାଲିଛି । ଏଥିପାଇଁ ସମଲେଶ୍ୱରରୀ ମନ୍ଦିରରେ ପହଞ୍ଚିଛି ନୂଆ ଧାନ । ନୂଆ ଧାନରୁ ମାଆଙ୍କ ପାଖରେ ନବାନ୍ନ ଲାଗି ହେବ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ