ଆସନ୍ତା ୨୪ ଘଣ୍ଟାରେ ୨୦ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୭ ଅଗଷ୍ଟ ୨୦୨୨ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସଂପ୍ରତି ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia