ଭୁବନେଶ୍ୱର: ଛତିଶଗଡ଼ ମୁହାଁ ହୋଇଛି ସକ୍ରିୟ ଅବପାତ । ୧୯ଟି ଜିଲ୍ଲାକୁ ବର୍ଷା ନେଇ ଚେତାବନୀ । ୯ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ