ଭୁବନେଶ୍ୱର: କରୋନା ସଂକ୍ରମଣ ଯୋଗୁ ଜାନୁଆରୀ ୧୭ ତାରିଖରୁ ଭୁବନେଶ୍ୱର ଏମ୍ସର ଓପିଡି ସେବା ବନ୍ଦ ରହିଥିବା ବେଳେ ଆସନ୍ତା ୭ ତାରିଖ (ସୋମବାର)ରୁ ଏହା ପୁଣି ଆରମ୍ଭ ହେବ। ଆଜି ଭୁବନେଶ୍ୱର ଏମ୍ସ କର୍ତ୍ତୃପକ୍ଷ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ଏମସ ଓପିଡି ଖୋଲିବା ପାଇଁ ବାରମ୍ବାର ଦାବି ହେଉଥିଲା ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ