ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଇଏମ୍ଡି ସୂଚନା ଦେଇଛି । ଏହା ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଉ ଏମିତି ହେଲେ ରାଜ୍ୟର ଅନେକ ନଦୀ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି । {image-odishaheavyrain2-1631548818.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ