ଆହୁରି ବ୍ୟାପକ ହେବ ଓଡିଶା ମୋ ପରିବାର କାର୍ଯ୍ୟକ୍ରମ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ଓଡ଼ିଶା ମୋ ପରିବାରର ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଗତ ଦିନରେ ଓଡ଼ିଶା ମୋ ପରିବାର ଦ୍ୱାରା ସଂପାଦନା ହୋଇଥିବା ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ଏବଂ ଆଗାମୀ ଦିନରେ ହେବାକୁ ଥିବା କାର୍ଯ୍ୟାବଳୀ ଉପରେ ଆଲୋଚନା କରାଯାଇଥିଲା । {image-odishamoparibar-1665075323.jpg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia