ଭୁବନେଶ୍ୱର: ଆଗାମୀ ୨୪ରୁ ୪୮ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ସାମାନ୍ୟ ଅଧିକ ରହିବା ନେଇ ପୂର୍ବାନୁମାନ । ଦକ୍ଷିଣ ଉପକୂଳ ଓ ତାର ପାଶ୍ୱର୍ ଜିଲ୍ଲାରେ ଲାଗି ରହିବ ବର୍ଷା । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରଭାବ କମିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ