ଉତ୍ତର ଭାରତରେ ଜଳପ୍ରଳୟ, ଲକ୍ଷ ଲକ୍ଷ ଲୋକ ଜଳବନ୍ଦୀ: ମୃତ୍ୟୁ ସଂଖ୍ୟା ୯୧କୁ ବୃଦ୍ଧି

Floods in Northern India: ଉତ୍ତର ଭାରତରେ ଥମୁନି ପ୍ରକୃତିର ତାଣ୍ଡବ। କେତେକ ସ୍ଥାନରେ ଭୟଙ୍କର ଭୂସ୍ଖଳନ ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା କମିଥିଲେ ମଧ୍ୟ ପରିସ୍ଥିତି ସଙ୍ଗୀନ ରହିଛି ।