ଉପକୂଳ ଜିଲ୍ଲାରେ ଆଜି ଓ ଆସନ୍ତାକାଲି ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଦୁଇଦିନ ହେବ ଶୀତ କମ୍‌ ଥିବା ବେଳେ ଆଜି ୧୦ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବା ସହ ୩୦ ତାରିଖ ବେଳକୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia