ଭୁବନେଶ୍ୱର: ଦୁବାଇ ଇନଭେଷ୍ଟର୍ସ ମିଟରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଛୁଟିଲା ନିବେଶକଙ୍କ ସୁଅ । ରାଜ୍ୟରେ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ନିବେଶ କରିବେ ଦୁବାଇର ଏକାଧିକ ପ୍ରତିଷ୍ଠିତ କମ୍ପାନୀ । ରାଜ୍ୟରେ ପ୍ରାୟ ୨୧ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ଦୁବାଇରେ ଚାଲିଥିବା ଇନଭେଷ୍ଟର୍ସଙ୍କ ସମ୍ମିଳନୀରେ କମ୍ପାନୀ ମୁଖିଆମାନେ ଏହି ପ୍ରତିଶ୍ରୁତି ଦେଇଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ