ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ । ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ନୀତିନ ନବୀନ । ଖୁବ୍‌ଶୀଘ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ନୀତିନ ।BJP national president Nitin Naveen to visit Odisha