ଓଡିଶାରେ ବେକାରୀ ସବୁଠୁ କମ୍: ରିପୋର୍ଟ

ଭୁବନେଶ୍ୱର: ରାଜ୍ୟରେ ହ୍ରାସ୍ ପାଉଛି ବେକାରୀଙ୍କ ସଂଖ୍ୟା । ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ୍ ଇକୋନୋମି (CMIE) ପକ୍ଷରୁ ଏହି ତଥ୍ୟ ପ୍ରକାଶ ପାଇଛି । ସର୍ବଭାରତୀୟ ସ୍ତରରେ ମାର୍ଚ୍ଚ ମାସରେ ବେକାରୀ ହାର ୭.୫ ପ୍ରତିଶତ ରହିଥିବା ବେଳେ ରାଜ୍ୟରେ ଏହି ହାର ମାତ୍ର ୧ ପ୍ରତିଶତ । ସମଗ୍ର ଦେଶରେ ଓଡ଼ିଶା ବେକାରୀ ହାର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia