ଓଡିଶା: ୬୦ ଲକ୍ଷ ମହିଳାଙ୍କ ସାମାଜିକ ସଶକ୍ତିକରଣ ପାଇଁ ବୁଝାମଣାପତ୍ର ସ୍ଵାକ୍ଷର

ଓଡ଼ିଶାରେ ମହିଳାମାନଙ୍କର ପ୍ରଗତିକୁ ତ୍ୱରାନ୍ୱିତ କରିବା ତଥା ଲିଙ୍ଗଗତ, ଆର୍ଥିକ ଓ ସାମାଜିକ ଅସମାନତାକୁଦୂର କରିବା ଉଦ୍ଦେଶ୍ୟରେ ଆଜି ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ମିଳିତ ୟୁଏନଏଫପିଏ ମଧ୍ୟରେ ଏକ ଚୁକ୍ତିନାମା ସ୍ୱାକ୍ଷର ହୋଇଛି। ମିଳିତ ଜାତିସଂଘର ୨୦୩୦ କାର୍ଯ୍ୟସୂଚୀ ଏବଂ ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କରିବା ଦିଗରେ ଏହା ସହାୟକ ହେବ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia