କଟକ: ORHDCଦୁର୍ନୀତି ମାମଲାରେ କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ତାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ । ବଜାୟ ରହିଲା ବିଧାୟକ ପଦ । ଆସନ୍ତା ଫେବ୍ରୁଆରୀ ୨୨ରେ ହେବ ପରବର୍ତ୍ତି ଶୁଣାଣି । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଜେଲ୍ ଦଣ୍ଡାଦେଶ ଦେଇଥିଲେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ