କନ୍ନୁର ହେଲିକପ୍ଟର କ୍ରାସ୍‌: ସହିଦ ଓଡ଼ିଆ ଯବାନ ରାଣା ପ୍ରତାପଙ୍କ ପାଇଁ କାନ୍ଦୁଛି ଜନ୍ମ ମାଟି

ଭୁବନେଶ୍ୱର: ତାମିଲନାଡୁରେ ସେନା ହେଲିକପ୍ଟର କ୍ରାସ୍ ଘଟଣାରେ ସିଡିଏସ୍ ଜେନେରାଲ୍ ବିପିନ୍ ରାୱତଙ୍କ ସହ ୧୩ଜଣଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ଭିତରେ ଅଛନ୍ତି ଜଣେ ଓଡ଼ିଆ ଯବାନ। ସହିଦ ଯବାନ ହେଉଛନ୍ତି ଅନୁଗୁଳ ତାଳଚେରର ରାଣା ପ୍ରତାପ ଦାସ। ତାଳଚେର କଣ୍ଢାଳ ପଞ୍ଚାୟତ କୃଷ୍ଣଚନ୍ଦ୍ରପୁର ଗାଁର ଶ୍ରୀବତ୍ସ ଦାସଙ୍କ ପୁଅ ହେଉଛନ୍ତି ରାଣା ପ୍ରତାପ ଦାସ। ଯାହାଙ୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia