କମୁଛି ପାଣି, ଆଗାମୀ ୨୪ ଘଣ୍ଟା ବେଶ୍ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ନେଇ SRC ପ୍ରଦୀପ ଜେନାଙ୍କ ସୂଚନା । ବନ୍ୟାଜଳର ପିକ୍ ମୁଣ୍ଡଳି ଅତିକ୍ରମ କରି ସାରିଛି । ସମୁଦ୍ରକୁ ଯିବାକୁ ୨୪ ଘଣ୍ଟା ଲାଗିବ । ତେଣୁ ଆଗାମୀ ୨୪ ଘଣ୍ଟା ଆମ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି SRC ପ୍ରଦୀପ ଜେନା ।ଏବେ ସୁଦ୍ଧା ବନ୍ୟା କାରଣରୁ ୪ଟି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia