କରୋନା ରିପୋର୍ଟ: ଗତ ୨୪ ଘଣ୍ଟାରେ ୫୨୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୫ ଜଣ ଅଛନ୍ତି। ସେହିପରି ୫୨୧ ଜଣଙ୍କ ମଧ୍ୟରୁ ୩୦୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୧୭ଟି ହେଉଛି ଲୋକାଲ୍ କେସ୍‌। ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia