ଭୁବନେଶ୍ୱର : ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମରେ ମଙ୍ଗଳବାର ସଂଧ୍ୟାରେ ଅନୁଷ୍ଠିତ ଫିଫା ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପର ମ୍ୟାଚକୁ ଉପଭୋଗ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତ ଓ ଆମେରିକା ମଧ୍ୟରେ ଆୟୋଜିତ ଫୁଟବଲ ମ୍ୟାଚକୁ ଧର୍ମେନ୍ଦ୍ର ପ୍ରଧାନ ଉପଭୋଗ କରିଥିଲେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ