କାଲି ସକାଳୁ ଭୋଟ ଗଣତି, ପଶ୍ଚିମବଙ୍ଗ ଉପରେ ସମସ୍ତଙ୍କ ନଜର

ରାତି ପାହିଲେ ୪ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଂଚଳ ପୁଡୁଚେରୀରେ ହେବ ଭୋଟ ଗଣତି। ଏଗଜିଟ୍ ପୋଲ, ଭିନ୍ନ ଭିନ୍ନ ମତ ଦେଉଥିବାବେଳେ, ସ୍ପଷ୍ଟ ହେବ କାହାକୁ ବାଛିଲେ ଜନତା? ନିର୍ବାଚନ ଫଳାଫଳ ଉପରେ ରହିଛି ସାରାଦେଶର ନଜର।Counting of votes tomorrow morning, all eyes on West Bengal