ଆଜିଠୁ ଭିତରକନିକା ବନ୍ଦ। କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହୋଇଥାନ୍ତି । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୩ ମାସ ପାଇଁ ଭିତରକନିକା ବନ୍ଦ ରଖାଯାଇଥିବା ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି । Crocodile breeding season, Bhitarkanika closed for three months from today
କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ