କୋଟିଆରେ ଶେଷ ହୋଇଛି ଶତ ପ୍ରତିଶତ ଘରଗଣନା: ମନ୍ତ୍ରୀ

ରାଜ୍ୟରେ ଚାଲିଥିବା ଜନଗଣନାକୁ ନେଇ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଓଡ଼ିଶାରେ ୯୦ ପ୍ରତିଶତରୁ ଅଧିକ ଘରଗଣନା କାମ ଶେଷ ହୋଇଥିବା କହିଛନ୍ତି100% housing census completed in Kotiya: Minister