କ୍ରମାଗତ ଦ୍ୱିତୀୟ ଥର ପାଇଁ ମଣିପୁର ମୁଖ୍ୟମନ୍ତ୍ରୀ ଶପଥ ନେଲେ ଏନ୍ ବିରେନ ସିଂହ

ଇମ୍ଫାଲ : ବିଜେପି ନେତା ଏନ ବିରେନ ସିଂହ ଆଜି ଲଗାତାର ଦ୍ୱିତୀୟ ଥର ମଣିପୁରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ତାଙ୍କୁ ରାଜ୍ୟପାଳ ଏଲ୍ ଗଣେଶନ୍ ଶପଥ ଗ୍ରହଣ କରାଇଛନ୍ତି । ଏହି ଅବସରରେ ବିଜେପି ସଭାପତି ଜେପି ନଡ୍ଡାଙ୍କ ସମେତ ବହୁ ବରିଷ୍ଠ ବିଜେପି ନେତା ଉପସ୍ଥିତ ଥିଲେ ।

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia