ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମର ଆଉ ୪ଟି ସ୍ଲୁଇସ୍ ଗେଟ୍ ଖୋଲିଲା । ୨୮ଟି ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ବାମ ପାର୍ଶ୍ୱରୁ ୧୯ଟି ଓ ଡାହାଣ ପାର୍ଶ୍ୱରୁ ୯ଟି ଗେଟ୍ ଖୋଲା । ଉପରମୁଣ୍ଡରେ ବର୍ଷା ଯୋଗୁଁ ପର୍ଯ୍ୟାୟକ୍ରମେ ଖୋଲୁଛି ଗେଟ୍ । ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia