ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ