କଟକ: ମହାନଦୀରେ ବୁଡ଼ିଗଲେ ୩ ଯୁବକ । ଗାଧୋଇବା ବେଳେ ତିନି ଯୁବକ ଭାସିଯାଇଥିବା ଜଣାପଡ଼ିଛି । ଏମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିସାରିଥିବା ବେଳେ ୨ ଜଣ ବର୍ତ୍ତମାନ ନିଖୋଜ ରହିଛନ୍ତି । ଆଜି ଅପରାହ୍ନ ପ୍ରାୟ ଦେଢ଼ଟା ବେଳେ ଯୋବ୍ରା ଚୂନଭାଟି ଚାରିଘରିଆ ଅଞ୍ଚଳର ସାହିଲ୍, ରାଜ ଓ ଛୋଟୁ ଗାଧାଉଥିଲେ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ