କଟକ: ସ୍ଥାନୀୟ ଇନଡୋର ଷ୍ଟାଡିୟମ ସଭାରେ ଯୋଗ ଦେଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଜାତନ୍ତ୍ର ୭୫ତମ ପ୍ରତିଷ୍ଠା ଉତ୍ସବରେ ଉଭୟ ଯୋଗ ଦେଇଛନ୍ତି । ଏହା ପୂର୍ବରୁ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ପହଞ୍ଚି ପରିଦର୍ଶନ ପରେ ନେତାଜୀଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଅମିତ ଶାହା । {image-amitshahandcmnaveenpatnaik-1659944005.jpeg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ