ପୁରୀ: ଆଜି ପଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ଜୟନ୍ତୀ । ଦୀନ, ଦୁଃଖୀ ଓ ବନ୍ୟା ମରୁଡିଗ୍ରସ୍ତ ଲୋକଙ୍କ ପାଇଁ ନିଜ ଜୀବନ ଉତ୍ସର୍ଗ କରିଥିବା ମହାନ ଆତ୍ମଙ୍କୁ ଆଜି ବି ଦେଶ ମନେ ପକାଉଛି । ଛାତ୍ରଛାତ୍ରୀଙ୍କ ଠାରୁ ଆରମ୍ଭ କରି ରାଜନେତା, ସମାଜସେବୀ ଓ ପ୍ରଶାସନିକ ଅଧିକାରୀ ପହଁଞ୍ଚି ଆଜି ଉତ୍କଳମଣୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ