ଭୁବନେଶ୍ୱର: ଆସନ୍ତାକାଲି ସକାଳେ ରାଜ୍ୟର ୧୧ଟି ଜିଲ୍ଲାରେ ଘନ କୁହୁଡି ଦେଖାଦେଇପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକ ଲାଗି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ । ଆସନ୍ତାକାଲି ସକାଳ ସାଢେ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ
ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି