ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଅଭୟାରଣ୍ୟରେ ଥିବା ପୋଷା ହାତୀ ନନ୍ଦର ମୃତ୍ୟୁ ଘଟିଛି। ଏନେଇ ଚନ୍ଦକା ଏସିଏଫ ସୂଚନା ଦେଇଛନ୍ତି । ଗତ କିଛି ଦିନ ଧରି ସେ ଜ୍ୱରରେ ପୀଡିତ ଥିଲା । ହେଲେ, ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି ଏସିଏଫ । {image-elephantnanda-1652689047.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ