କଟକ: ଚର୍ଚ୍ଚାରେ ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ଝିଅ ଭାନୁପ୍ରିୟା । ବାପାଙ୍କ ସ୍ୱପ୍ନ ପୂରଣ କରିବା ପାଇଁ ଅଷ୍ଟ୍ରେଲିଆରୁ ଫେରି ବସ୍ତିରେ ଚଳାଇଛନ୍ତି ସ୍କୁଲ। ହୋଟେଲ ମ୍ୟାନେଜମେଣ୍ଟ ପାଠ ପଢି ଅଷ୍ଟ୍ରେଲିଆରେ ତାଲିମ ନେଉଥିବା ଝିଅ ଭାନୁପ୍ରିୟାଙ୍କୁ ଟାଣି ଆଣିଛି ବାପାଙ୍କ ଅଧୁରା ସ୍ୱପ୍ନ । ନିଜ ଉଦ୍ୟମରେ ସେ ଚଲାଇଛନ୍ତି ବାପାଙ୍କ ସ୍ୱପ୍ନର ଅନୁଷ୍ଠାନକୁ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ