ଚାରି ଗୋଟି ଶିଳ୍ପ ଭିତ୍ତିଭୂମି ପ୍ରକଳ୍ପକୁ ଅନୁମୋଦନ ଦେଲେ ଓଡିଶା ସରକାର

ଭୁବନେଶ୍ବର: ରାଜ୍ୟରେ ଶିଳ୍ପ ଭିତ୍ତିଭୂମି ବିକାଶ ଦିଗରେ ଆଉ ଏକ ନୂତନ ପଦକ୍ଷେପ ସ୍ୱରୂପ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଚାରୋଟି ନୂତନ ଭିତ୍ତିଭୂମି ବିକାଶ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ରାଜ୍ୟର ବିଭିନ୍ନ ଶିଳ୍ପ ଭିତ୍ତିଭୂମି ପାଇଁ ୫୧୯୨ ଲକ୍ଷ ଟଙ୍କାର ପ୍ରକଳ୍ପ ଅନୁମୋଦନ କରିଛନ୍ତି ମୁଖ୍ୟ ଶାସନ ସଚିବ। ଆଜି ଲୋକସେବା

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia