ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ । ଲୋକଙ୍କ ଉପରକୁ ଗାଡ଼ି ଚଢ଼ାଇବା ଘଟଣାରେ ତାଙ୍କୁ ଗିରଫ କରିଛି ପୋଲିସ । ହସ୍ପିଟାଲରୁ ଗିରଫ କଲା ବାଣପୁର ପୋଲିସ । ଗିରଫ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ପ୍ରଶାନ୍ତଙ୍କୁ ଗିରଫ ପରେ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ହାଜର କରାଯିବ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ଆଫଗାନିସ୍ତାନ ବିପକ୍ଷ ପାଇଁ ଭାରତୀୟ ଟିମ୍ ଘୋଷଣା; ଜାଣନ୍ତୁ ବିରାଟ-ରୋହିତ ଖେଳିବେ କି ନାହିଁ
ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଆଜିଠୁ ଆହୁରି ବଢ଼ିବ ତାତି, ସାରା ରାଜ୍ୟକୁ ଆଲର୍ଟ ଜାରି